ସୁବର୍ଣ୍ଣପୁର ଜିଲ୍ଲା ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ବ୍ଲକସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳନ ହୋଇଯାଇଛି।
ବ୍ଲକ ତାଲିମ କେନ୍ଦ୍ରରେ ଅନୁଷ୍ଠିତ ଏହି ପାଳନତ୍ସୋବରେ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀଙ୍କ ଅଧ୍ୟକ୍ଷତା କରି ତମାଖୁ ସେବନ କେବଳ ବ୍ୟକ୍ତିଗତ କ୍ଷତି ନୁହେଁ ବରଂ ସମଗ୍ର ପରିବେଶ ପାଇଁ ଏକ ଆତଙ୍କ ବୋଲି ଉଲ୍ଲେଖ କରିଥିଲେ ।