ନାଇଜରରେ ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ

650 କୋଟି ଟଙ୍କା ବ୍ୟୟରେ ଭୁବନେଶ୍ୱରର ନାଇଜରରେ ଏକ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ ପ୍ରତିଷ୍ଠା ହେବ ବୋଲି ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀଙ୍କ ମଧ୍ୟରେ ଏକ ବୈଠକରେ ନିଷ୍ପତ୍ତି ହୋଇଛି l
ହସ୍ପିଟାଲ ନିର୍ମାଣ ବାବଦରେ କେନ୍ଦ୍ର ସରକାର 400 କୋଟି ଓ ଟାଟା ଟ୍ରଷ୍ଟ 250 କୋଟି ଦେବ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version