ନାଗେଶ୍ୱର ମନ୍ଦିରରେ ମହାଜଳଶାୟୀ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ନାକଡେଇଁର ନାଗେଶ୍ୱର ମନ୍ଦିର ଠାରେ ଶ୍ରାବଣ ମାସର ତୃତୀୟ ସୋମବାର ଅବସରରେ ଆଜି ମହାଜଳଶାୟୀ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହେଉଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes