ନାବାଳିକା ବଳାତ୍କାରୀକୁ ଦଶ ବର୍ଷ ଜେଲ

କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନାଞ୍ଚଳରେ 2010 ମସିହାରେ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାରେ ଆଜି ଅତିରିକ୍ତ ଜିଲ୍ଲା ଦୌରାଜଜ ଅଭିଯୁକ୍ତ ବୈଷ୍ଣବ ମାଝୀକୁ ଦଶ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes