2017 ମସିହାରେ ବାରିପଦା ଟାଉନ ଥାନାଞ୍ଚଳରେ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତ ଗୁରୁଚରଣ ଜେନାକୁ 12 ବର୍ଷ ଜେଲ o20 ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି l
ଏଥିସହ ପୀଡ଼ିତାଙ୍କୁ ଚାରି ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି l