ନାବାଳିକା ବଳାତ୍କାର ମାମଲାରେ ୨୫ ବର୍ଷ ଜେଲ ଦଣ୍ଡାଦେଶ

2019 ମସିହାରେ କଟକ ସହରର ମଙ୍ଗଳାବାଗ ଥାନାଞ୍ଚଳରେ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାରେ ଆଜି କଟକର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତକୁ 25 ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି l
ଏଥିସହ ପୀଡ଼ିତାଙ୍କ ପରିବାରକୁ 5 ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦେବାକୁ ଜିଲ୍ଲା ଆଇନସେବା ପ୍ରାଧିକରଣକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes