ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ କିଶୋର ଚନ୍ଦ୍ର

ବ୍ରଜରାଜନଗର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି କଂଗ୍ରେସର ବରିଷ୍ଠ ନେତା କିଶୋର ଚନ୍ଦ୍ର ପଟେଲ ।

ଦଳୀୟ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ନାମାଙ୍କନ ଭରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes