ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ରାଧାରାଣୀ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ହଜାର ହଜାର କର୍ମୀକୁ ନେଇ ଶୋଭାଯାତ୍ରାରେ ଆସି ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା।

ଏହି ସମୟରେ ବିଜେପି ରାଜ୍ୟ ସଭାପତି ଓ ବିଜେପି ସାଂସଦମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes