ନାମ ଯଜ୍ଞ ପାଇଁ କଳସ ଶୋଭା ଯାତ୍ରା ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ବାହାରିପଡା ଠାରେ ଦୋଳ ପୂର୍ଣ୍ଣିମା ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଉପଲକ୍ଷେ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଗ୍ରାମର ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes