ନିଆଁ ଲାଗି ଧାନ ଖରି ପାଉଁଶ, ସହାୟତା ପାଇଁ ଦାବି

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନ ଅନ୍ତର୍ଗତ ଶରଧାପୁର ଗ୍ରାମର ଦୁଇ ଚାଷୀଙ୍କ ଧାନ ଖରିରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା।

ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ସମସ୍ତେ ଧାନ ପୋଡ଼ି ପାଉଁଶ ହୋଇଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes