ନିକୁଞ୍ଜ ବିହାରୀ ଧଳ ହେଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ କରି ନିକୁଞ୍ଜ ବିହାରୀ ଧଳଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ଅବସ୍ଥାପିତ କରିଥିବା ଏକ ବିଜ୍ଞପ୍ତିରୁ ପ୍ରକାଶ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes