ନିଖୋଜ ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତଦେହ ଉଦ୍ଧାର

କଟକ ଜିଲ୍ଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଓରନ୍ଦା ଜଙ୍ଗଲ ଭିତରୁ ରାଜଶ୍ରୀ ସ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ମୃତଦେହ ରାଜଶ୍ରୀଙ୍କର ବୋଲି କଟକ ମଙ୍ଗଳାବାଗ ପୁଲିସ ସ୍ପଷ୍ଟ କରିଛି।ଏହି ଜଙ୍ଗଲ ରାସ୍ତାରୁ ରାଜଶ୍ରୀଙ୍କ ସ୍କୁଟି ମଧ୍ୟ ମିଳିଥିଲା। ଉଲ୍ଲେଖଯୋଗ୍ୟ, ୧୧ ତାରିଖରୁ ନିଖୋଜ ହୋଇଥିବା ନେଇ କଟକ ମଙ୍ଗଳାବାଗ ଥାନାରେ ଏତଲା କରିଥିଲେ ଓଡ଼ିଶା କୋଚ୍।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes