ନିତି ଆୟୋଗର ବୈଠକରେ ଯୋଗ ଦେଲେନି ନବୀନ

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିତି ଆୟୋଗ ବୈଠକରେ ଓଡ଼ିଶା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନାହାନ୍ତି।

ବୈଠକରେ କେବଳ ମୁଖ୍ୟମନ୍ତ୍ରୀମାନେ ଯୋଗଦେବାର ନିୟମ ଥିଲା।ଏହା ସହ ବିରୋଧୀ ଗୋଷ୍ଠୀର ୭ ମୁଖ୍ୟମନ୍ତ୍ରୀ ମଧ୍ୟ ବୈଠକରେ ଯୋଗଦେଇ ନାହାନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes