ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି l ଏକ ଉଚ୍ଚସ୍ତରୀୟ ବୈଠକରେ ଓପିଏସସି, ଓଏସଏସସି, ଓପିଆରବି ଏବଂ ଓଏସଏସଏସସି କୁ ଏହି ନିର୍ଦ୍ଦେଶ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes