ନିଶା ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରେ କାମ ଦେବା ବାହାନାରେ ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି ।

ଥାନାରେ ଅଭିଯୋଗ ପରେ ଅଭିଯୁକ୍ତ ଝାମ୍ପକୁ ଅଟକ ରଖିଛି ପୋଲିସ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes