ନିଶା ଦ୍ରବ୍ୟର ବ୍ୟବହାରରେ ନିୟନ୍ତ୍ରଣ ଓ ନିରାକରଣ ନେଇ ବୈଠକ

ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ନିଶା ଦ୍ରବ୍ୟର ବ୍ୟବହାରରେ ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ଜିଲ୍ଲା ସ୍ତରୀୟ ସମନ୍ୱୟ ଓ ପରିଚାଳନା କମିଟି ବୈଠକ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ ସମ୍ବିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏଥିରେ ଅଧ୍ୟକ୍ଷତା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes