ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ହତ୍ୟା ଅଭିଯୋଗ

ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ ଥିବା ଏକ ନିଶା ନିବାରଣ କେନ୍ଦ୍ରରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି l ଯୁବକଙ୍କ ପିତାମାତା ଓ ପରିବାର ଲୋକେ ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି କରି ସନ୍ଧ୍ୟାରେ ଖଣ୍ଡଗିରି ଥାନା ଘେରାଉ କରିଥିବା ଦେଖିବାକୁ ମିଳିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes