ନିଶା ନିବାରଣ ନେଇ ଅବକାରୀ ବିଭାଗ ପକ୍ଷରୁ ସଚେତନତା ଶୋଭାଯାତ୍ରା

ଆଜି ଆନ୍ତର୍ଜାତୀୟ ନିଶା ନିବାରଣ ଦିବସ ପରିପେକ୍ଷୀରେ ନିଶା ଦ୍ରବ୍ୟ ସେବନ କାରବାର ଓ ଅବୈଧ ଚାଲାଣକୁ ରୋକିବା ଦିଗରେ କଳାହାଣ୍ଡି ଅବକାରୀ ଅଧିକ୍ଷକ ଦଣ୍ଡପାଣି ବେହେରାଙ୍କ ତତ୍ତ୍ଵାବଧାନରେ ଅବକାରୀ ବିଭାଗର କର୍ମଚାରୀମାନେ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଲୋକଙ୍କୁ ସଚେତନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes