ନୁପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ କଂଗ୍ରେସ ଓ ବିଜେପି ବିଧାୟକ ମୁହାଁମୁହିଁ

ବିଧାନସଭାରେ ନୁପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗକୁ ନେଇ କଂଗ୍ରେସ ଓ ବିଜେପି ବିଧାୟକ ଆସନରେ ଛିଡ଼ା ହୋଇ ନାରାବାଜି କରିଛନ୍ତି।

ହୋହଲ୍ଲା ପରେ ଗୃହକୁ ମୁଲତବି କରିଛନ୍ତି ବାଚସ୍ପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes