ଆଜି ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ନୂଆଗଡ ଗ୍ରାମର କଲ୍ୟାଣ ମଣ୍ଡପ ଲକ୍ଷ୍ମୀ ନାରାୟଣ ସାଂସ୍କୃତିକ କଳା ପରିଷଦ ଆନୁକୁଲ୍ୟରେ ସାଂସ୍କୃତିକ କଳାକାରମାନଙ୍କ ପାଇଁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।
ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ଶିଶୁ ପାଲ ସାହୁ ଯୋଗ ଦେଇଛନ୍ତି।
Credible Local News of Odisha