ନୂଆପଡ଼ାରେ ୧୮୩ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଗସ୍ତରେ ଯାଇ ୧୮୩ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟ ପ୍ରକଳ୍ପର ଶୁଭାରମ୍ଭ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes