ନୂଆ ୩ ମନ୍ତ୍ରୀଙ୍କୁ ମିଳିଲା ଏ ସବୁ ବିଭାଗ

ଆଜି ଶପଥ ନେଇଥିବା ୩ ନୂଆ ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବିକ୍ରମ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ବ ମିଳିଥିବା ବେଳେ ସୁଦାମ ମାର୍ଣ୍ଡି ହୋଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ। ସେହିଭଳି ସାରଦା ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ୱ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes