ଆଜି ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ନୂତନ କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟ ପାଇଁ ସ୍ଥାନୀୟ ସରପଞ୍ଚ ପଦ୍ମିନୀ ସାହୁ ଶୁଭାରମ୍ଭ କରିଛନ୍ତି।
ନୂତନ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଶୁଭ ଶିଳାନ୍ୟାସ