ନୂତନ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ଆମ୍ବସରଭଟା ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ପ୍ରଥମରୁ ପଞ୍ଚମ ଶ୍ରେଣୀ ନୂତନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes