ନୂତନ ବିଜେଡି କାର୍ଯ୍ୟାଳୟ ଉଦଘାଟନ କଲେ ବିଧାୟକ

ଆଜି ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଠାରେ ନୂତନ ତିଆରି ବିଜେଡି କାର୍ଯ୍ୟାଳୟକୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଓ ଭଟଲି ବିଧାୟକ ଶ୍ରୀ ସୁଶାନ୍ତ ସିଂ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes