ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ

ଜିଲ୍ଲା ପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି ।

ଆଜି ବିଦାୟୀ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦିଲ୍ଲିପ କୁମାର ସାହୁଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଶ୍ରୀ ବେହେରା ଆଠମଲ୍ଲିକ ଉପଜିଲ୍ଲାପାଳ ଓ ସମ୍ବଲପୁର ଆଞ୍ଚଳିକ ପରିବହନ ଅଧିକାରୀ ଭାବେ ସଫଳତାର ସହିତ କାର୍ଯ୍ୟନିର୍ବାହ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes