ପଞ୍ଚଲିଙ୍ଗେଶ୍ୱର ମନ୍ଦିର ଦାନବାକ୍ସରୁ ଚୋରି ଅଭିଯୋଗ

ବାଲେଶ୍ଵର ଜିଲ୍ଲା ନୀଳଗିରିର ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ମନ୍ଦିର ଦାନବାକ୍ସରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି।

ବିଳମ୍ବିତ ରାତିରେ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes