ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ପାଳିବ ବିଜେପି

ଆସନ୍ତାକାଲି ପଞ୍ଚାୟତିରାଜ ଦିବସକୁ ବିଜେପି ଭ୍ରଷ୍ଟାଚାର ଦିବସ ପାଳିବ ବୋଲି ସୂଚନା ଦେଇଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ।

ପଞ୍ଚାୟତିରାଜ ବ୍ୟବସ୍ଥାରେ ପ୍ରତିବର୍ଷ ୫ ହଜାର କୋଟି ଦୁର୍ନୀତି ହେଉଛି।ତେଣୁ ଜିଲ୍ଲାର ୩୧୪ ବ୍ଲକ ଆଗରେ ଭ୍ରଷ୍ଟାଚାର ଦିବସ ପାଳିବ ବିଜେପି ବୋଲି ପୃଥ୍ବୀରାଜ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes