କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ଧର୍ମଗଡ଼ ସ୍ଥିତ ନିଜ ପୈତୃକ ଘରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।
ପରିବାର ଲୋକେ ଉଦ୍ଧାର କରି ତାଙ୍କୁ ଭବାନୀପାଟଣା ହସ୍ପିଟାଲ ନେଇଛନ୍ତି।
Credible Local News of Odisha