ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳା ବ୍ଲକ ପରିସର ମଧ୍ୟରେ ଆଜି ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଛି ।

ମୁଖ୍ୟତିଥି ଭାବେ ବିଧାୟକ ଭାସ୍କର ମଢେଇ, ଉପାଧ୍ୟକ୍ଷ ରଜନୀ ଦାସ, ସୁଶାନ୍ତ ବାରିକ ପ୍ରମୁଖ ଅନେକ ବ୍ୟକ୍ତି ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes