ପତ୍ନୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱରର ସହିଦନଗର ଥାନା ଅନ୍ତର୍ଗତ ବାସୁଆଘାଇରେ ପାରିବାରିକ କଳହକୁ ନେଇ ପତ୍ନୀକୁ ପିଟି ପିଟି ସ୍ୱାମୀ ହତ୍ୟା କରିଥିବା ପୁଲିସ ଆଜି କହିଛି l

ଅଭିଯୁକ୍ତ ସ୍ୱାମୀକୁ ଗିରଫ କରି ପୁଲିସ ଘଟଣାର ତଦନ୍ତ କରୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes