ପତ୍ନୀଙ୍କ ସହ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ୫ଟି ସଚିବ

5ଟି ସଚିବ ଭି.କେ ପାଣ୍ଡିଆନ ଆଜି ସକାଳେ ପତ୍ନୀ ତଥା ମିଶନ ଶକ୍ତିର ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟ ପାଣ୍ଡିଆନଙ୍କ ସହ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ।

ପୁରୀରେ ପହଞ୍ଚି ଶ୍ରୀମନ୍ଦିରକୁ ଯାଇ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes