ପଥରରେ ଛେଚି ଯୁବକଙ୍କୁ ହତ୍ୟା

ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପଦ୍ମପୁର ପଞ୍ଚାୟତ ଝରଣ ଗାଁ ପାହାଡ଼ ଉପରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି l

କେହି ପଥରରେ ଛେଚି ହତ୍ୟା ପରେ ପୋଡ଼ିବାକୁ ଉଦ୍ୟମ କରିଥିବା ସନ୍ଦେହ କରାଯାଉଥିବା ସୂଚନା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes