ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି କ୍ରିୟାନୁଷ୍ଠାନ କମିଟି ସଦସ୍ୟ ।
୨୦୨୩ ଡିସେମ୍ବର ୩୧ ସୁଦ୍ଧା ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରତିଶ୍ରୁତି ଦିଆଯାଇଛି । ଏନେଇ ବିଜେଡି ତାର ନିର୍ବାଚନ ଇସ୍ତାହାରରେ ସ୍ଥାନିତ କରିବାକୁ ପ୍ରତିଶ୍ରୁତି ଦେଇଛି । ଇସ୍ତାହାରରେ ସ୍ଥାନିତ ହେଲା ପରେ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନରୁ ଓହରିବ ବୋଲି କହିଛନ୍ତି ସଦସ୍ୟ।