ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା କ୍ରିୟାନୁଷ୍ଠାନ କମିଟି

ପଦ୍ମପୁରକୁ ଜିଲ୍ଲା ମାନ୍ୟତା ଦାବି ନେଇ କ୍ରିୟାନୁଷ୍ଠାନ କମିଟି ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛି।

ସେପଟେ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ ଜାରି ରହିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version