ପଦ୍ମପୁର ଉପନିର୍ବାଚନରେ ୮୧.୨୯% ମତଦାନ

ଏ ନେଇ ସୂଚନା ଦେଇଛନ୍ତି ରିଟର୍ଣ୍ଣିଂ ଅଫିସର।

ଗତକାଲି ଶେଷ ହୋଇଥିବା ପଦ୍ମପୁର ଉପନିର୍ବାଚନରେ ୨ ଲକ୍ଷ ୯ ହଜାର ୩୦୯ ଜଣ ଭୋଟର ମତଦାନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes