ପଦ୍ମପୁର ଉପନିର୍ବାଚନ ପାଇଁ ନେତାଙ୍କୁ ଦାୟିତ୍ୱ ବାଣ୍ଟିଲା ବିଜେଡି

ପ୍ରଚାର ପରିଚାଳନା ଦାୟିତ୍ୱ ପ୍ରସନ୍ନ ଆଚାର୍ଯ୍ୟ ଓ ସୁଶାନ୍ତ ସିଂଙ୍କୁ ଦେଇଥିବା ବେଳେ ପଦ୍ମପୁର ବ୍ଲକ ଦାୟିତ୍ୱରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ରହିଛନ୍ତି।

ପାଇକମାଳ ଦାୟିତ୍ୱରେ ମନ୍ତ୍ରୀ ନବ ଦାସ ଓ ଝାରବନ୍ଧ ଦାୟିତ୍ୱରେ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ରହିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes