ପଦ୍ମପୁର ସତୀଭଟା ଏୟାରଷ୍ଟ୍ରିପରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରବନ୍ଧ ଓ ପାଇକମାଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ।

ମୁଖ୍ୟମନ୍ତ୍ରୀ ୩ଟି ସାଧାରଣ ସଭାକୁ ସମ୍ବୋଧିତ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes