ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ଆଜି ବରପାଲି ସ୍ଥିତ ସମ୍ବଲପୁରୀ ବସ୍ତ୍ରାଳୟ ଶାଖା ପକ୍ଷରୁ ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଇଛି ।

ସମ୍ବଲପୁରୀ ବସ୍ତ୍ରାଳୟ ମାଧ୍ୟମରେ ବୁଣାକାରମାନଙ୍କର ଆର୍ଥିକ ଅବସ୍ଥାରେ ଉନ୍ନତି ଆଣି ପାରିଥିବା ଶ୍ରୀ ଆଚାର୍ଯ୍ୟଙ୍କ ୭୯ ବର୍ଷ ବୟସରେ ୭ ମଇ ୧୯୭୯ରେ ବିୟୋଗ ଘଟିଥିଲା

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes