ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକସଭା

ଆଜି ସନ୍ଧ୍ୟାରେ ସୋନପୁର ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ଓଡ଼ିଶାର କଣ୍ଠଶିଳ୍ପୀ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରା ଯାଇଥିଲା ।

ଏହି ଶ୍ରଦ୍ଧାଞ୍ଜଳି ସଭାରେ ଉପସଭାପତି ଡକ୍ଟର ପୁରୁଷୋତ୍ତମ ମିଶ୍ର ଅଧ୍ୟକ୍ଷତା କରିଥିବାବେଳେ ସାଧାରଣ ସଂପାଦକ ଡକ୍ଟର ସୌରଭ ରଂଜନ ଖମାରୀ ସଂଯୋଜନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes