ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

ପ୍ରଖ୍ୟାତ ଲେଖିକା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କର 85 ବର୍ଷ ବୟସରେ ଅସୁସ୍ଥତା ଯୋଗୁଁ ଗତକାଲି ତାଙ୍କ କଟକସ୍ଥିତ ବାସଭବନରେ ପରଲୋକ ହୋଇଥିଲା l

ଆଜି ସତୀଚଉରା ଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି l ତାଙ୍କ ପୁତୁରା ମୁଖାଗ୍ନି ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes