ପନିପରିବା ଚାଷ ତାଲିମ କାର୍ଯ୍ୟକ୍ରମ ଆୟୋଜନ

ଆଜି ବୌଦ୍ଧ ଜିଲ୍ଲା ଲାଣ୍ଡିବନ୍ଧ ସ୍ଥିତ ଏସ. ବି. ଆଇ ଆରସେଟି ତରଫରୁ କଣ୍ଟାମାଳ ବ୍ଲକ ସ୍ଥିତ ଦପଲା ଗ୍ରାମରେ ୨୨ଜଣ ମହିଳା ମାନଙ୍କୁ ନେଇ ଏକ ଦଶ ଦିନିଆ ପନିପରିବା ଚାଷ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି l

ଏଥିରେ ସହକାରୀ ପ୍ରକଳ୍ପ ନିର୍ଦ୍ଧେଶକ (ଜୀବିକା ) ଜ୍ୟୋତ୍ସ୍ନା ରାଣୀ ପୁରୋହିତ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମଟିକୁ ଆରମ୍ଭ କରିଥିଲେ l ତାଲିମ କାର୍ଯ୍ୟକ୍ରମରେ ଶ୍ରୀ ଜ୍ଞାନ କିଶୋର ପାଣିଗ୍ରାହୀ ମୁଖ୍ୟ ପ୍ରଶିକ୍ଷକ ଭାବରେ ଯୋଗ ଦେଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes