ଭୋର ୪ଟା ୪୦ରେ ବୁଡ଼ ପକାଇବା ପରେ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି ଭକ୍ତ।
ଲକ୍ଷାଧିକ ଭକ୍ତାଳୁଙ୍କ ସମାଗମ ଦୃଷ୍ଟିରୁ ୩୦ ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି।ଆଜି ଦିନକ ପାଇଁ ଶ୍ରଦ୍ଧାଳୁଙ୍କ ସକାଶେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି।
Credible Local News of Odisha