ପରିକ୍ରମା ପ୍ରକଳ୍ପ ପାଇଁ ଅନୁମତି ଦେଇନାହୁଁ : ଏଏସଆଇ

ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ପରିକ୍ରମା ପ୍ରକଳ୍ପ ନିର୍ମାଣ ପାଇଁ ଅନୁମତି ଦିଆଯାଇନଥିବା ଆଜି ଏକ ମାମଲାରେ ଏଏସଆଇ ପକ୍ଷରୁ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଯାଇଛି l

ଏହି ମାମଲାରେ ବିସ୍ତୃତ ତଥ୍ୟ ଦେବାକୁ ଏଏସଆଇକୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ସହ ମାମଲାର ପରବର୍ତ୍ତୀ ଶୁଣାଣି ଜୁନ 20 ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes