ପରିତ୍ୟକ୍ତ ଘର ସାମ୍ନାରୁ ରାଜମିସ୍ତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

କଟକ ଜିଲ୍ଲା ଗୋବିନ୍ଦପୁର ଥାନା ନୂଆଗାଁ ଛକ ନିକଟରୁ ମୃତଦେହ ଉଦ୍ଧାର ହୋଇଛି।

ରାଜମିସ୍ତ୍ରୀ ଗତକାଲି କାମକୁ ଯାଇ ଘରକୁ ଫେରି ନଥିଲେ। ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version