ପରିବହନ କାର୍ଯ୍ଯାଳୟରେ କ୍ୟୁ ମ୍ୟାନେଜମେଣ୍ଟ ସିଷ୍ଟମ ଉଦଘାଟିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ପରିବହନ କାର୍ଯ୍ଯାଳୟରେ କମ୍ପ୍ୟୁଟର ପରିଚାଳିତ କ୍ୟୁ ମ୍ୟାନେଜମେଣ୍ଟ ସିଷ୍ଟମ ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେଙ୍କ ଦ୍ବାରା ଉଦଘାଟିତ ହୋଇଛି ।

ଏଥିରେ ଜିଲ୍ଲା ପରିବହନ ଅଧିକାରୀ ରବିନ ପଟ୍ଟନାୟକ ଓ ସହକର୍ମୀ ବୃନ୍ଦ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes