ପର୍ଯ୍ୟଟକଙ୍କୁ ଆକ୍ରମଣ ଘଟଣାରେ ନନ୍ଦନକାନନର ୩ କର୍ମଚାରୀ ଗିରଫ

ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତକାଲି ଛତିଶଗଡ଼ରୁ ଆସିଥିବା ପର୍ଯ୍ୟଟକଙ୍କୁ ଆକ୍ରମଣ ଘଟଣାରେ ଆଜି ସଫାରୀର ତିନି ଜଣ କର୍ମଚାରୀଙ୍କୁ ଗିରଫ କରାଯାଇଥିବା କର୍ତ୍ତୃପକ୍ଷ କହିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes