ପର୍ଯ୍ୟଟକ ବସ୍ ଦୁର୍ଘଟଣା ଘଟଣାରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

କଳିଙ୍ଗା ଘାଟି ନିକଟରେ ପର୍ଯ୍ୟଟକ ବସ୍ ଦୁର୍ଘଟଣା ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୃତ ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ନବୀନ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes