ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

୯ ତାରିଖ ପାଇଁ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି।

ସେହିପରି ୧୦ରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପାଇଁ ଆଲର୍ଟ ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes