ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ତରଫରୁ ସମ୍ବଲପୁରୀ ଦିନ ପାଳିତ

ଆଜି ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ତରଫରୁ ସୋନପୁରର ରୟାଲ ପଡିଆ ଠାରେ ସମ୍ବଲପୁରୀ ଦିନ ପାଳିତ ହୋଇଯାଇଛି ।

ଏଥିରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାସ ଯୋଗଦେଇ ସମ୍ବଲପୁରୀ ଭାଷା ଓ ସାହିତ୍ୟର ଉଚ୍ଚ ପ୍ରଶଂସା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes